ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ଭାବ୍ୟ ବାତ୍ୟା ଏବଂ ଲଘୁଚାପଜନିତ ଲଗାଣ ବର୍ଷା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଙ୍ଗଳବାର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରିଛି। ହେଲେ ଭାରତୀୟ ପାଣିପାଗ ସଂସ୍ଥା ଏଯାଏଁ କେବଳ ବର୍ଷା ଆକଳନ କରିଛି। ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଦକ୍ଷିଣ ଓଡ଼ିଶାକୁ ରେଡ ଆଲେର୍ଟ ଜାରି କରାଯାଇଥିବା ବେଳେ ଉପକୂଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ମନ୍ତ୍ରୀ କହିଛ






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..