ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଫାଟି ୪ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ସାଢ଼େ ୫ଟା ସମୟରେ ଚନ୍ଦ୍ରଶେଖରପୁର ସ୍ଥିତ ଓମ୍ଫେଡ୍ ଅଫିସ୍ ଗେଟ୍ ସମ୍ମୁଖରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମର ହଠାତ୍ ଫାଟି ଯାଇଥିଲା | ଏହା ନିକଟରେ ଥିବା ଏକ ଜଳଖିଆ ଦୋକାନର ମାଲିକ ଓ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ଏହାସହ ଦୋକାନରେ କାମ କରୁଥିବା ଅନ୍ୟ ଦୁଇଜଣ ମଧ୍ୟ ପୋଡ଼ି ହୋଇଯାଇଛନ୍ତି। ପୋଲିସ୍ ସମସ୍ତ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….