ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ। ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ।ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି। ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ଆଗାମୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା। ପ୍ରଭାବରେ ଆଜିଠୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ସୂଚନା ରହିଛି।






More Stories
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..
ରାଜଧାନୀରେ ଯୁବତୀଙ୍କୁ ଅପହରଣ : ଜଣେ ଗିରଫ…..
ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…..