ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତକାଲି ଅବପାତର ରୂପ ନେବ । ୨୬ ବେଳକୁ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ଏବେ ଧୀରେ ଧୀରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩କି.ମି ବେଗରେ ଗତି କରୁଥିବା କୁହାଯାଇଛି । ତେବେ ବାତ୍ୟା ପାଇଁ ପାଗ ଅନୁକୂଳ ରହିଥିବାରୁ ଏହା ବାତ୍ୟାରେ ପରିଣତ ହୋଇପାରେ । ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହା କେଉଁଠି ସ୍ଥଳଭାଗ ଛୁଇଁବ, ସେନେଇ କୌଣସି ଆକଳନ କରାଯାଇଛି ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..