ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଲଗାଯାଇଛି। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା ଲାଗିଛି। ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ କରାଯାଇଛି। ଯନ୍ତ୍ରଚାଳିତ ବୋଟ ଚଳାଚଳ ବନ୍ଦ । ଆଇନ ଭାଙ୍ଗିଲେ ଜେଲ ଓ ଜରିମାନା ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି।






More Stories
ଡାକ୍ତର ଆନ୍ଦୋଳନ ସ୍ଥଗିତ…..
ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…..
ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ……