ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରିରେ ସରକାରୀ ଛୁଟି କରିଛନ୍ତି ଆର୍ଡିସି। କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି ଘୋଷଣା କରାଯାଇଛି। କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି ଆର୍ଡିସି।
More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..