ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିକୁ ସୋମବାର ବଡ଼ ଶକ୍ତ ଝଟ୍କା ଲାଗିଛି। ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍ପି ଅମର ପଟ୍ଟନାୟକ ଭାଜପାରେ ମିଶିଛନ୍ତି। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଫୁଲତୋଡ଼ା ଦେଇ ଦଳକୁ ସ୍ବାଗତ କରିଥିଲେ। ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ମଧ୍ୟ ଏହି ମିଶ୍ରରେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……