ରାଜ୍ୟ ଛାତ୍ରୀଛାତ୍ର ଗାଇବେ ‘ବନ୍ଦେ ମାତରମ’….. Report Card Bureau November 4, 2025 ରିପୋର୍ଟ କାର୍ଡ / ଭୁବନେଶ୍ୱରନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି।ଏହି ଅବସରରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ର ରାଷ୍ଟ୍ରୀୟ ସଙ୍ଗୀତ ’ବନ୍ଦେ ମାତରମ’ ଗାନ କରିବେ। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା/ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଛି।Continue ReadingPrevious ଭୟଙ୍କର ରେଳ ଦୁର୍ଘଟଣା,୬ ମୃତ…..Next ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ…..Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ରାଜ୍ୟ ସାଦା ପୋଷାକରେ ଜଗିବ ପୋଲିସ….. December 23, 2025 Report Card Bureau ରାଜ୍ୟ ଶ୍ରୀମୟୀଙ୍କ ବିସ୍ଫୋରକ ମନ୍ତବ୍ୟ…… December 23, 2025 Report Card Bureau ରାଜ୍ୟ ୨୪ରେ ରାଜ୍ୟ କ୍ୟାବିନେଟ…… December 23, 2025 Report Card Bureau
More Stories
ସାଦା ପୋଷାକରେ ଜଗିବ ପୋଲିସ…..
ଶ୍ରୀମୟୀଙ୍କ ବିସ୍ଫୋରକ ମନ୍ତବ୍ୟ……
୨୪ରେ ରାଜ୍ୟ କ୍ୟାବିନେଟ……