ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ପରେ ଆରମ୍ଭ କରିବାକୁ ଆପାତତଃ ସ୍ଥିର ହୋଇଛି। ଅଧିବେଶନ କାଳରେ ବିଭିନ୍ନ ବିଭାଗ ପକ୍ଷରୁ ଆସିଥିବା ଅତିରିକ୍ତ(ସପ୍ଲିମେଣ୍ଟାରୀ) ବଜେଟ ପ୍ରସ୍ତାବ ଆଗତ କରାଯିବା ସହିତ ଖର୍ଚ୍ଚଦାବି ଆଲୋଚନା ହେବ। ପ୍ରାୟ ମାସେ ଧରି ଶୀତ ଅଧିବେଶନ ଚାଲିବ ବୋଲି ଅର୍ଥ ବିଭାଗ ପ୍ରସ୍ତୁତିରୁୁ ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଖୁବ୍ଶୀଘ୍ର ବିଧାନସଭା ପକ୍ଷରୁ ଉକ୍ତ ଅଧିବେଶନର କାର୍ଯ୍ୟସୂଚୀ ଜାରି ହେବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।






More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……