ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆପଡ଼ା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି । କୋମନାରେ ରୋଡ୍-ସୋ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ପ୍ରଚାରରେ ସାମିଲ ହେବେ । ନୂଆପଡ଼ା ଉପନିର୍ବାଚନରେ ବିଜେପିକୁ ଜିତାଇବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଚାର ମୈଦାନକୁ ଓଲ୍ହାଇଛନ୍ତି । ଏହା ପୂର୍ବରୁ ଅକ୍ଟୋବର ୬ ଓ ୧୭ରେ ମୁଖ୍ୟମନ୍ତ୍ରୀ ନୂଆପଡ଼ାରେ ଭୋଟରଙ୍କୁ ସମ୍ବୋଧନ କରିଥିଲେ ।






More Stories
ପ୍ରବଳରୁ ଅତି ପ୍ରବଳ ବର୍ଷା ;ଓଡିଶାକୁ ରେଡ୍ ୱାର୍ଣ୍ଣିଂ…..
ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର…..
ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ…..