ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଚନ୍ଦ୍ରଶେଖରପୁର ମଣ୍ଡପ ବସ୍ତି ଆପାର୍ଟମେଣ୍ଟରେ ବିଷ ପିଇଦେଇଛନ୍ତି ଜଣେ ମହିଳା ହୋମ୍ଗାର୍ଡ। ବୁଧବାର ବିଷ ପିଇ ଜୀବନ ହାରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ୬ ମାସ ତଳେ ତାଙ୍କ ସ୍ବାମୀଙ୍କ ଦେହାନ୍ତ ହୋଇଥିଲା। ତାଙ୍କର ୨ଟି ପିଲା ଅଛନ୍ତି। ତେବେ ମାନସିକ ଦୁଶ୍ଚିନ୍ତାରୁ ସେ ଜୀବନ ହାରିଥିବା ପରିବାର ଲୋକେ କହିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି।






More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….