ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍ କ୍ୟାମେରା ନେଇ ଜଣେ ଶ୍ରଦ୍ଧାଳୁ ପ୍ରବେଶ କରିଛନ୍ତି। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଧରିଛନ୍ତି ଜେଟିପି। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ ବୋଲି ସୂଚନାରୁ ଜଣାପଡ଼ିଛି। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।
More Stories
ଅଟୋ ଚାଳକଙ୍କ ହଙ୍ଗାମା;୪୦୦ ଗାଡ଼ି ଜବତ……
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……