ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚତୁଃପାଶର୍ବ, ରେଲେୱ ଷ୍ଟେଶନ, ବସ୍ଷ୍ଟାଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୋମବାର ଦିନ ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ଏକ କାର ବିସ୍ଫୋରଣ ଯୋଗୁଁ ବ୍ୟାପକ ଆତଙ୍କ ସୃଷ୍ଟି ହୋଇଛି। ଏହି ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।






More Stories
କେଜିରୁ ପିଜି ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା!…..
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..