ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ଇସଲାମାବାଦରେ ହାଇକୋର୍ଟ ନିକଟରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣ ଏକ କାରରେ ହୋଇଥିବା ଜଣାପଡିଛି । ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ଆହତ ହୋଇଛନ୍ତି । ସହରର ଜିଲା କୋର୍ଟ ବାହାରେ ପାର୍କିଂ ହୋଇଥିବା ଏକ କାରରେ ବିସ୍ଫୋରଣ ଘଟିଛି । ଆହତଙ୍କ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….