ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫ ଲକ୍ଷ ଏବଂ ପ୍ରତ୍ୟେକ ଗୁରୁତରଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି।






More Stories
ରାଜନାଥ ସିଂହଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ…..
ଦାୟିତ୍ୱ ଗ୍ରହଣ କଲେ ନୂଆ ସ୍ଥଳସେନା ମୁଖ୍ୟ…..
ଆଫଗାନିସ୍ତାନ ଉପରେ ଆକ୍ରମଣ ,୩୬ ମୃତ…..