ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ । ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍ ସଂଖ୍ୟା ବଢିବ। ଗୋପାଳପୁର ଓ ଧାମରା ବନ୍ଦରରେ ଜେଟି ଓ କୋଷ୍ଟ ଗାର୍ଡ ଶାଖା ଖୋଲିବ। ଧାମରା ବନ୍ଦରରେ କୋଷ୍ଟ ଗାର୍ଡର ଡ୍ରୋନ୍ ୟୁନିଟ୍ ରହିବ। ଏ ନେଇ କୋଷ୍ଟ ଗାର୍ଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି।






More Stories
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..