ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ ମଝିରେ ପଡିଥିବା ଏକ ମୃତଦେହକୁ କୁକୁର ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ଅଞ୍ଚଳରେ । ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ମୃତଦେହଟି ଜଣେ ପୁରୁଷଙ୍କର ବୋଲି ଜଣାପଡିଛି। ମୃତକଙ୍କ ବୟସ ୪୦ରୁ ୪୫ ବର୍ଷ ହେବ ବୋଲି ଜଣାପଡିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..