ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ଭାଜପା ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଅନ୍ୟ ବିଧାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..