ରିପୋର୍ଟ କାର୍ଡ / ଭୁବନେଶ୍ଵର
ଧଉଳି ଶାନ୍ତିସ୍ତୁପ ତଳୁ ଧଳା ଜହର ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ୨୬୪ ଗ୍ରାମ୍ର ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଦୁଇ ବ୍ରାଉନ ସୁଗାର ବେପାରୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତମାନେ ପ୍ରଦୀପ କୁମାର ପାତ୍ର ଏବଂ ମହମଦ ସହନୱାଜ ହୁସେନ ବୋଲି ଜଣାପଡିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୨୭ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।






More Stories
ବିଜେପି ତାଲିକାରେ ଆପ୍ର ୭ ସାଂସଦ…..
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏସ୍ଓପି…..
ରାଜ୍ୟ ସରକାରଙ୍କୁ ଜୋରିମାନା…..