ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତର ୫୩ତମ ପ୍ରଧାନ ବିଚାରପତି (ସିେଜଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦେଇଛନ୍ତି ।






More Stories
ବଡ଼ ଗେମ୍ ଖେଳିବ କଂଗ୍ରେସ!…..
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..