Report Card Odisha

| Daily Odia News

ବାଚସ୍ପତି ହୋଇ ପାରନ୍ତି ପ୍ରେମ କୁମାର…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବିହାର ବିଧାନସଭାର ବାଚସ୍ପତି ହୋଇ ପାରନ୍ତି ବିଜେପିର ବରିଷ୍ଠ ବିଧାୟକ ପ୍ରେମ କୁମାର । ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ଏନଡିଏ । ବିଜୟ ପରେ ଏନଡିଏ ସହଯୋଗୀ ବିଜେପି , ଜେଡ଼ିୟୁ ଓ ଅନ୍ୟାନ୍ୟ ଦଳକୁ ନେଇ ନୀତୀଶ ମନ୍ତ୍ରିମଣ୍ଡଳ ଶପଥ ନେଇଥିଲେ ସୁଦ୍ଧା ବାଚସ୍ପତି ପଦକୁ ନେଇ ବିଜେପି ଓ ଜେଡ଼ିୟୁ ମଧ୍ୟରେ ଟଣା ଓଟରା ଲାଗି ରହିଥିଲା । ଏବେ ବିଜେପି ବରିଷ୍ଠ ବିଧାୟକ ପ୍ରେମ କୁମାରଙ୍କୁ ବାଚସ୍ପତି ପଦ ଏନଡିଏ ଦେଇପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି

Breaking News