ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..