ରିପୋର୍ଟ କାର୍ଡ / ଭୁବନେଶ୍ବର
ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ। ବୁଧବାର ପରୀକ୍ଷା ତାରିଖ ଘୋଷଣା କରିଛନ୍ତି CHSE ଅଧ୍ୟକ୍ଷ । ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏ ପରୀକ୍ଷା ଚାଲିବ। ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷା ଦେବେ। ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ଡିସେମ୍ବର ୧୫ ସୁଦ୍ଧା ଆଡମିଟ କାର୍ଡ ପ୍ରଦାନ କରାଯିବ। ୨୧୦ଟି ହବ AI କ୍ୟାମେରା ନଜରରେ ରହିବ।






More Stories
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..
ବଜେଟ ରେ ସଂସ୍କାର କୁ ଗୁରୁତ୍ବ…..
ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!…..