Report Card Odisha

| Daily Odia News

ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା……

ରିପୋର୍ଟ କାର୍ଡ / ଭୁବନେଶ୍ଵର

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ କଲେଜ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଛି। ବିକ୍ଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Breaking News