ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଜି ମାଷ୍ଟରମାଇଣ୍ଡକୁ ଗିରଫ କରିଛି ସିବିଆଇ । ଦୀଘା ମଡେଲର ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକକୁ ସିବିଆଇ ଉଠାଇ ଆଣିଛି । ମାଷ୍ଟରମାଇଣ୍ଡକୁ ପାରଳାଖେମୁଣ୍ଡିରୁ ଉଠାଇ ଆଣିଥିବା ସୂଚନା ମିଳିଛି । ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଏହା ପ୍ରଥମ ଆକ୍ସନ ଗ୍ରହଣ କରାଯାଇଛି । ପୂର୍ବରୁ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ କିଛି ପରୀକ୍ଷାର୍ଥୀଙ୍କୁ ଜେରା କରିଥିଲା ସିବିଆଇ ।






More Stories
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……
ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର…..