ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ମଧ୍ୟ ଆଦାୟ କରାଯିବ। ଜବରଦଖଲକାରୀଙ୍କ ଡାଟାବେସ୍ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆବଶ୍ୟକତା ପାଇଁ ଭୂମିହୀନ ଗରିବ ଜବରଦଖଲ କରିଥିଲେ ୪ ଡିସିମିଲ ପାଇବେ। ସମୟ ଅଛି ଛାଡ଼ି ଦିଅନ୍ତୁ ବୋଲି ପ୍ରଭାବଶାଳୀଙ୍କୁ କଡ଼ା ଦାଗିଦ୍ କରିଛନ୍ତି ମନ୍ତ୍ରୀ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..