ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ ୩୯,୭୨୬ ନୂଆ କରୋନା ପଜିଟିଭ ଚିହ୍ନଟ । ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୫,୧୪,୩୩୧କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୩୭୦ରେ ପହଞ୍ଚିଛି । ଦିନକରେ ୨୦,୬୫୪ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୮୩,୬୭୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨,୭୧,୨୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..