ରିପୋର୍ଟ କାର୍ଡ / କଟକ
କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ।କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡ଼ିଶା ଉଚ୍ଚ ନ୍ୟାୟଳୟ ବାର୍ ଆସୋସିଏସନ ଆଲୋଚନା ଚକ୍ରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ୫୦ ବର୍ଷରୁ ଅଧିକ ବର୍ଷ ଧରି ଓକିଲାତି କରୁଥିବା ଆଇନଜୀବୀ ମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନ ବିଚାରପତି ।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….