ରିପୋର୍ଟ କାର୍ଡ / ବ୍ରହ୍ମପୁର
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଘଟଣାରେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍ ଖାରଜ ହୋଇଛି। ଅଭିଯୁକ୍ତ ମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସ। ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ ଏମାନଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..