ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ଅଣ୍ଡାମାଡ଼ ହୋଇଛି। ଏହି ସମୟରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଅଧାବାଟରେ ଅଟକାଇଛି।
More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..