Report Card Odisha

| Daily Odia News

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍‌ ଗିଲ୍‌ । ପ୍ରଥମ କରି ଟି-୨୦ ବିଶ୍ୱକପ ଦଳର ନେତୃତ୍ୱ ନେବେ ସୂର୍ଯ୍ୟକୁମାର । ଅଲରାଉଣ୍ଡର ଅକ୍ଷର ପଟେଲ ନୂଆ ଉପଅଧିନାୟକ ହୋଇଛନ୍ତି । ତାଲିକାରେ ସଞ୍ଜୁ ସାମସନ ଓ ଈଶାନ କିଶନ ଦୁଇ ୱିକେଟ କିପର ଭାବେ ଘୋଷଣା ହୋଇଛନ୍ତି । ଟିମରେ ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରିଙ୍କୁ ସିଂହ, ଯଶପ୍ରୀତ ବୁମରା, ହର୍ଷିତ ରାଣା, ଅର୍ଶଦୀପ ସିଂହ, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ ସୁନ୍ଦର ଦଳରେ ସ୍ଥାନ ପାଇଛନ୍ତି ।

Breaking News