ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଜିଲ୍ଲା ରେଢାଖୋଲ ରାସ୍ତା କଁସର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୋଲକୁ ଧକ୍କା ଦେଇ ଏ ଯାତ୍ରୀବାହୀ ବସ୍ ଓଲଟିପଡିଛି। ଏଥିରେ ୧୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍ ଟି ଭୁବନେଶ୍ଵରରୁ ସମ୍ବଲପୁର ଯିବାବେଳେ ଏହି ଅଘଟଣ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।






More Stories
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..
ଜଳିଗଲା ବସ୍….