ରିପୋର୍ଟ କାର୍ଡ / ଭୁବନେଶ୍ୱର
୧୧ ଜିଲ୍ଲା ପାଇଁ ବିଜେଡି ଘୋଷଣା କରିଛି ଜିଲ୍ଲା କମିଟି। ଏହି ସବୁ ଜିଲ୍ଲା ଗୁଡିକ ହେଲା ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କନ୍ଧମାଳ, କେନ୍ଦୁଝର, ଗଜପତି ଓ ମାଲକାନଗିର। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଗଠିତ ହୋଇଛି କମିଟି।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..