ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ବାରଙ୍ଗର ଅତିରିକ୍ତ ତହସିଲଦାର । ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରଖିଛି। ତହସିଲଙ୍କ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା , ବଡ଼ଗଡ଼ ବ୍ରିଟ୍ କଲୋନୀରେ ୩ ମହଲା ଓ ଖୋର୍ଦ୍ଧାର ସାନପଲ୍ଲାରେ ୨ ମହଲା କୋଠା ଠାବ ହୋଇଛି। ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି ରଖିଛି। ୪ ଜଣ ଡିଏସ୍ପି, ୭ ଇନ୍ସପେକ୍ଟର, ଜଣେ ଏସ୍ଆଇ ଓ ୮ ଏଏସ୍ଆଇ ଚଢାଉରେ ସାମିଲ୍ ଅଛନ୍ତି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….