Uncategorized ଭିତରକନିକା ବନ୍ଦ….. Report Card Bureau January 7, 2026 ରିପୋର୍ଟ କାର୍ଡ / କେନ୍ଦ୍ରାପଡାପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ।Post navigationPrevious ଡାକ୍ତରଙ୍କ ଆନ୍ଦୋଳନରେ ଲାଗିଲା ‘ଏସ୍ମା’……Next ଆୟୁଷ ଡାକ୍ତରମାନେ କେବଳ ଆୟୁର୍ବେଦିକ ଔଷଧ ହିଁ ଲେଖିବେ……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories 1 min read Uncategorized ୨୨ରୁ ବିଧାନସଭା ଅଧିବେଶନ……. August 26, 2026 Report Card Bureau 1 min read Uncategorized ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ….. August 5, 2026 Report Card Bureau 1 min read Uncategorized ୧୮ରୁ ଖୋଲିବ ସ୍କୁଲ୍…. June 15, 2026 Report Card Bureau
More Stories
୨୨ରୁ ବିଧାନସଭା ଅଧିବେଶନ…….
ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ…..
୧୮ରୁ ଖୋଲିବ ସ୍କୁଲ୍….