ରିପୋର୍ଟ କାର୍ଡ / ଭୁବନେଶ୍ୱର
କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍। ହଠାତ୍ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..