ରିପୋର୍ଟ କାର୍ଡ / ଭୁବନେଶ୍ୱର
ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ସ୍କୁଲ କର୍ତ୍ତୃପକ୍ଷ ବୁଝିବେ।






More Stories
ସ୍କୁଲ ଛୁଟି ଘୋଷଣା !…..
ଅକ୍ଷୟ ତୃତୀୟାରେ ସିଏମ କିଷାନ ରାଶି…..
ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୬ ନିର୍ଦ୍ଦେଶ…..