ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋକସେବା ଭବନରେ ସୋମବାର ଶୁଭାରମ୍ଭ ହୋଇଛି ଜାତୀୟ ସଡ଼କ ସୁରକ୍ଷା ମାସ। ଏହି ପରିପ୍ରେକ୍ଷୀରେ ୧୪ଟି ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୦ଟି ଜିଲ୍ଲାରେ ମୋଟ୍ ୧୫୬.୫୩ କୋଟି ଟଙ୍କା ବ୍ୟୟରେ ବସ୍୍ଷ୍ଟାଣ୍ଡ ନିର୍ମାଣ ହେବ। ଏଥିସହ ଓଏସଆର୍ଟିସିର ୧୦୦ଟି ନୂତନ ବସ୍ର ବି ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ବସ୍ ସେବା ଅଧୀନରେ ବସ୍ ପରିଚାଳନା ମାର୍ଗର ପୁନର୍ବିନାସ ହୋଇଛି। ସେହିପରି ବ୍ରହ୍ମପୁରରେ CRUT ଇ-ବସ୍ ଡିପୋରେ ୨୫ଟି ଇ-ବସ୍ ସେବାର ଶୁଭାରମ୍ଭ ହୋଇଛି।






More Stories
ବଢିବ ବିଧାନସଭା ସିଟ……
୭୧ ପ୍ରକଳ୍ପର ଶିଳାନ୍ୟାସ,ଲୋକାର୍ପଣ କଲେ ମନ୍ତ୍ରୀ…..
ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ……