ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଢ଼ୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ। ଓଡ଼ିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଏକତା ଓ ସଂହତିକୁ ଆହୁରି ସୁଦୃଢ଼ କରୁ। ମହାପ୍ରଭୁଙ୍କ ଆଶୀର୍ବାଦରୁ ରାଜ୍ୟର ପ୍ରଗତିର ଧାରା ଅବ୍ୟାହତ ରହୁ ଏବଂ ପ୍ରତ୍ୟେକ ପରିବାରରେ ହସଖୁସି ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି।






More Stories
ନାବାଳକଙ୍କୁ ହତ୍ୟା କଲା ନାବାଳକ…..
୨୨ରୁ ବିଧାନସଭା ଅଧିବେଶନ…….
ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ…..