ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଇରାନ ହିଂସା ଘଟଣାରେ ମୃତ୍ୟୁ ସଂଖ୍ୟା ୨୦୦୦ ଟପିଛି । ଯାହାକୁ ନେଇ ଇରାନର ଶାସନ ମୁଖ୍ୟ ବା ସୁପ୍ରିମ ଲିଡର ଆମେରିକା ଉପରେ ଦୋଷ ଲଦିଛନ୍ତି । ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲ୍ଲୀ ଖାମେନେଇ କହିଛନ୍ତି, କିଛି ଲୋକ ଟ୍ରମ୍ପଙ୍କୁ ଖୁସି କରିବାକୁ ଚାହୁଁଛନ୍ତି । ଏହା ସହ ଇରାନ ଉପରେ ଅଧିକ କଟକଣା ଲଗାଇବା ପାଇଁ ୟୁରୋପୀୟ ସଂଘ ସୂଚନା ଦେଇଛି । ଏନେଇ ଏକାଧିକ ୟୁରୋପ ରାଷ୍ଟ୍ରଦୂତଙ୍କୁ ସମନ ଜାରି କରିଛନ୍ତି ୟୁରୋପୀୟ ରାଷ୍ଟ୍ର ।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..