ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ୭ ଦିନରେ ବ୍ୟକ୍ତିଗତ ଭାବେ ଜବାବ ଦିଅ। କେନ୍ଦ୍ର ସଚିବମାନଙ୍କଠାରୁ ମିଳିଥିବା ଚିଠିର ସମୟସୀମା ମଧ୍ୟରେ ନଶ୍ଚିତ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..