ରିପୋର୍ଟ କାର୍ଡ / ପୁରୀ
ପୁରୀ ଜିଲ୍ଲା ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟ ନିକଟରେ ହତ୍ୟାକାଣ୍ଡ ଘଟିଛି । ଯୁବକଙ୍କୁ ହାଣି ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ଟାଉନ ଥାନା ପୋଲିସ । ଘଟଣା ସ୍ଥଳରେ ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂହ ପହଞ୍ଚିଛନ୍ତି । ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଇଛି । ମୃତ ଯୁବକଙ୍କ ଦେହରେ ଏକାଧିକ କ୍ଷତ ରହିଛି । ସୂଚନା ଅନୁସାରେ ମୃତ ଯୁବକ ଜଣଙ୍କ ହେଲେ ବାଲେଶ୍ୱର ଜିଲ୍ଲାର ସ୍ମାରକ ଶ୍ରୀ ଓରଫ ଟୁଟୁ । ସେ ଏକ ହୋଟେଲରେ କାମ କରୁଥିବା ଜଣାପଡିଛି ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..