Report Card Odisha

| Daily Odia News

ବନ୍ଦ ରହିବ ଶିମିଳିପାଳ……

ରିପୋର୍ଟ କାର୍ଡ / ବାରିପଦା

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ।

Breaking News