ରିପୋର୍ଟକାର୍ଡ / ଭୁବନେଶ୍ୱର
ବିଜେଡିରୁ ନିଲମ୍ବନ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ। ବିଶୃଙ୍ଖଳିତ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବିତ କରାଯାଇଛି | ଏନେଇ ଦଳ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଦିଆଯାଇଛି। ୨୦୨୪ ମସିହାରେ ଶଶୀ ସାହୁଙ୍କ ପତ୍ନୀ ସୁଭାଷିନୀ ସାହୁଙ୍କୁ ବିଜେଡି ଦଳ ପକ୍ଷରୁ ଟିକେଟ ଦିଆଯାଇଥିଲା।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..