ରିପୋର୍ଟକାର୍ଡ / ଭୁବନେଶ୍ବର
ନୂଆ ରୂପ ପାଇବ ମିଶନ ଶକ୍ତି। ଆଜି ମିଶନ ଶକ୍ତି ମହିଳା ମାନଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏଣିକି ମିଶନ ଶକ୍ତି ମହିଳା ମାନଙ୍କୁ ସ୍ମାର୍ଟଫୋନ୍ ଦିଆଯିବ। ଏପରିକି ସେମାନଙ୍କର ଡ୍ରେସ୍କୋର୍ଡ ମଧ୍ୟ ବଦଳିବ। ଉତ୍କଳ ଦିବସରୁ ନୂଆ ଡ୍ରେସ୍ କୋଡ୍ ଲାଗୁ ହେବ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ୍ ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।






More Stories
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..