ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରୁ ରାଜ୍ୟସଭାର ୪ଟି ଆସନ ଏପ୍ରିଲ ପ୍ରଥମ ସପ୍ତାହରେ ଖାଲି ହେବାକୁ ଯାଉଥିବାରୁ ଚଳିତ ମାସ ଶେଷ ସପ୍ତାହରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାକୁ ନେଇ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ରାଜନୈତିକ ଗତିବିଧି ବୃଦ୍ଧି ପାଇଛି। ରାଜ୍ୟସଭାରେ ବର୍ତ୍ତମାନ ବିଜେଡିର ୭ ଓ ବିଜେପିର ୩ ସାଂସଦ ରହିଛନ୍ତି। ଆସନ୍ତା ଏପ୍ରିଲ ୨ରେ ବିଜେପିର ସୁଜିତ କୁମାର ଓ ମମତା ମହନ୍ତ ଏବଂ ବିଜେଡିର ମୁଜିବୁଲ୍ଲା ଖାନ୍ ଓ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
୧୩ରେ ରାଜ୍ୟ କ୍ୟାବିନେଟ୍…..
୧୩ରେ ରାଜ୍ୟ କ୍ୟାବିନେଟ୍……