ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ନେଇ ବୈଠକ ଆରମ୍ଭ ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବାସଭବନରେ ବୈଠକ ବସିଛି। ଜଷ୍ଟିସ୍ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଅଛନ୍ତି। ଆଇନ ମନ୍ତ୍ରୀ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ବୈଠକ ନେବେ। ରତ୍ନ ଅଳଙ୍କାର ଗଣତି ନେଇ ତାରିଖ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।






More Stories
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..