ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ମାସ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୭ରେ ଅମିତ ଶାହ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି । ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡ଼ିଶା ଆସିବେ । କଟକ ମୁଣ୍ଡଳି ଯାଇ ସିଆରପିଏଫ୍ ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଏହାସହିତ ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି ଅମିତ ଶା






More Stories
ରଥଯାତ୍ରା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା…..
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..