ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି ପାଇଛି ବୋଲି ଗୁରୁବାର ବିଧାନସଭାରେ ଉପସ୍ଥାପିତ ହୋଇଥିବା ‘ଓଡ଼ିଶା ଅର୍ଥନୈତିକ ସର୍ଭେ ୨୦୨୫-୨୬’ ରିପୋର୍ଟରୁ ଜଣାଯାଇଛି।ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷର ବଜେଟ ଉପସ୍ଥାପନ ହେବାକୁ ରହିଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ଆସନ୍ତା ଆର୍ଥିକବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ।






More Stories
ଏନ୍କାଉଣ୍ଟରରେ ୫ ମାଓବାଦୀ ନିପାତ……
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ…..
ରାହୁଲଙ୍କ ସମେତ ୨୫ କଂଗ୍ରେସ ଏମ୍ପିଙ୍କୁ ଗୁଳି କରିବାକୁ ଧମକ……