ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆସନ୍ତା ଏପ୍ରିଲ ୧ରୁ ଆରମ୍ଭ ହେବ ଏସଆଇଆର । ଏଥିପାଇଁ ଜାରି ରହିଛି ମ୍ୟାପିଂ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ସନ୍ଥଗୋପାଳନ ଏସଆଇଆର ନେଇ ସୂଚନା ଦେଇଛନ୍ତି । ୨୦୦୨ ମସିହାର ଏସଆଇଆର ତାଲିକାର ବିବରଣୀ ଯାଞ୍ଚ କରି ଜଣାଇବାକୁ ନିବେଦନ କରିଛନ୍ତି । ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଇଲେକ୍ଟ୍ରୋରାଲ୍ କ୍ଲିନ୍ ହେବା ଦରକାର ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..